James 4:5 — Compare Translations

7 translations compared side by side

Odia - 1840
"ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁ ହେ: ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରର ଏହି ଉକ୍ତିରେ କ’ଣ ସତ୍ୟତା ନାହିଁ ବୋଲି ମନେ କରୁଛ, “ଈଶ୍ୱର ଆମ୍ଭମାନଙ୍କଠାରେ ଯେଉଁ ଆତ୍ମା ସ୍ଥାପନ କରିଛନ୍ତି, ତାହାକୁ ସମ୍ପୁର୍ଣ୍ଣ ଅଧିକାର କରିବା ପାଇଁ ସେ ଉତ୍କଣ୍ଠିତ?”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
Odia IRV 2017 (ଓଡିଆ ବାଇବେଲ)
ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಹ್ಯಾ ಗೊಸ್ಟಿತ್ ಖರೆ ನಾ ಮನುನ್ ತುಮಿ ಚಿಂತು ನಕಾಸಿ? ದೆವಾನ್ ಅಮ್ಚ್ಯಾ ಬುತ್ತುರ್ ಥವಲ್ಲೊ ಆತ್ಮೊ ನಿಶ್ಟುರ್ ಆಶೆನ್ ಭರಲ್ಲೊ ರ್‍ಹಾತಾ.