James 4:6 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ: ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି” ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ଯେଉଁ ଅନୁଗ୍ରହ ପ୍ରଦାନ କରନ୍ତି, ତାହା ଅଧିକ ଶକ୍ତିଶାଳୀ। ଶାସ୍ତ୍ରରେ ଲିଖିତ ଅଛି, “ଈଶ୍ୱର ଅହଂକାରୀମାନଙ୍କର ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾಸಾಟ್ನಿ ಪವಿತ್ರ್ ಪುಸ್ತಕ್ ಸಾಂಗ್ತಲ್ಯಾ ಸಾರ್ಕೆ “ದೆವ್ ಹಂಕಾರ್ಯಾಕ್ನಿ ವಿರೊದ್ ಕರ್ತಾ, ಖರೆ ಖಾಯ್ಲ್ ಹೊವ್ನ್ ಚಲ್ತಲ್ಯಾಕ್ನಿ ಕುರ್ಪಾ ದಿತಾ”.