James 4:7 — Compare Translations

7 translations compared side by side

Odia - 1840
"ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା’ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಮಿ ದೆವಾಕ್ ಜಗೊಳ್ ಹೊವ್ನ್ ರ್‍ಹಾವಾ ಅನಿ ಗಿರ್ಯಾಕ್ ಅಡ್ವಾ, ತನ್ನಾ ತೊ ತುಮ್ಚ್ಯಾಕ್ನಾ ಧುರ್ ಪಳುನ್ ಜಾತಾ.