James 4:8 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅ ଓ ସେ ତୁମର ନିକଟବର୍ତ୍ତୀ ହେବେ। ହେ ପାପିଷ୍ଠ, ତୁମ ହସ୍ତ ଶୁଚି କର। ହେ ଦ୍ୱିମନା, ହୃଦୟ ନିର୍ମଳ କର, ଅନୁତପ୍ତ ହୁଅ, କଦ୍ରନ ଓ ବିଳାପ କର;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ಡೆ ಜಗೊಳ್ ಯೆವಾ ಅನಿ ತೊ ಬಿ ತುಮ್ಚ್ಯಾಕ್ಡೆ ಯೆತಾ. ಪಾಪಿಯಾನು, ತುಮ್ಚಿ ಹಾತಾ ಧುವಾ. ಕುಸ್ಡ್ಯಾನು ತುಮ್ಚಿ ಮನಾ ನಿತಳ್ ಕರಾ.