James 4:9 — Compare Translations

7 translations compared side by side

Odia - 1840
"ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଭ୍କ ହର୍ଷ ବିଷାଦରେ ପରିଣତ ହେଉ; ତୁମ୍ଭମାନଙ୍କ ଆନନ୍ଦ ନିରାନ୍ଦରେ ପରିଣତ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಖಿ ಹೊವಾ, ಅಳಾಪ್ ಕರಾ ಅನಿ ರಡಾ. ತುಮ್ಚೆ ಹಾಸಾಪ್ ಆಳಾಪ್ ಹೊವ್ನ್ ಬದ್ಲುಂದಿತ್ ಅನಿ ತುಮ್ಚಿ ಕುಶಿ ಬೆಜಾರ್ ಹೊವ್ನ್ ಬದ್ಲುಂದಿತ್.