James 5:10 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ଵରୂପେ ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଯେଉଁ ମଭାବବାଦୀଗଣ ପ୍ରଭୁଙ୍କ ନାମରେ ବାର୍ତ୍ତା ଦେଇଥିଲେ, ସେମାନଙ୍କୁ ସ୍ମରଣ କର। କ୍ଳେଶଭୋଗ ସମୟରେ ଧୈର୍ଯ୍ୟଶାଳୀ ଓ ସହିଷ୍ଣୁ ହେବା ପାଇଁ ସେମାନେ ତୁମର ଆଦର୍ଶ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಧನಿಯಾಚ್ಯಾ ನಾವಾನ್ ಬೊಲಲ್ಲ್ಯಾ ಪ್ರವಾದ್ಯಾಂಚಿ ಯಾದ್ ಕರಾ ಅನಿ ಕಸ್ಟಾಕ್ ಸೊಸುನ್ ಘೆತಲ್ಯಾ ವಿಶಯಾತ್ ಎಕ್ ಉದಾರನ್ ಕರುನ್ ತೆಂಕಾ ಥವಾ.