James 5:11 — Compare Translations
7 translations compared side by side
Odia - 1840
"ଆମ୍ଭେ କହୁଛୁ ଯେ, ଯେଉଁମାନେ ସମାନଙ୍କେର ଅସୁବିଧାଗୁଡ଼ିକୁ ର୍ଧୈୟ୍ଯର ସହିତ ଗ୍ରହଣ କଲେ, ସମାନେେ ବର୍ତ୍ତମାନ ଖୁସି ରେ ଅଛନ୍ତି। ତୁମ୍ଭମାନେେ ଆୟୁବଙ୍କର ର୍ଧୈୟ୍ଯ336 କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହାଇେ ସାରିଲା ପରେ ପରମେଶ୍ବର ତାହାଙ୍କୁ ସାହାୟ୍ଯ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣା ରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ସହିଷ୍ଣୁତା ଯୋଗୁଁ ଆମେ ସେମାନଙ୍କ ଧନ୍ୟ ବୋଲି କହିଥାଉଁ। ତୁମେ ଆୟୁବଙ୍କ ଧୈର୍ଯ୍ୟ ବିଷୟ ଶୁଣିଛ ଏବଂ ପରିଶେଷରେ ପ୍ରଭୁ କିପରି ତାଙ୍କୁ ଆର୍ଶୀବାଦ କରିଥିଲେ, ତାହା ଜାଣିଛ। କାରଣ ପ୍ରଭୁ ଦୟା ଓ ଅନୁକମ୍ପାରେ ପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କହୁଛୁ ଯେ, ଯେଉଁମାନେ ସେମାନଙ୍କର ଅସୁବିଧାଗୁଡ଼ିକୁ ଧୈର୍ଯ୍ୟର ସହିତ ଗ୍ରହଣ କଲେ, ସେମାନେ ବର୍ତ୍ତମାନ ଖୁସୀରେ ଅଛନ୍ତି। ତୁମ୍ଭେମାନେ ଆୟୁବଙ୍କର ଧୈର୍ଯ୍ୟ କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହୋଇ ସାରିଲା ପରେ ପରମେଶ୍ୱର ତାହାଙ୍କୁ ସାହାଯ୍ୟ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣାରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಯ್ಕಾ! ಸೊಸುನ್ ಘೆತಲೊ ಧನ್ಯ್, ತುಮಿ ಜೊಬಾನ್ ಸೊಸುನ್ ಘೆಟಲ್ಲ್ಯಾ ವಿಶಯಾತ್ ಆಯಿಕ್ಲ್ಯಾಶಿ ಅನಿ ಆಕ್ರಿಕ್ ಸರ್ವೆಸ್ವರ್ ದೆವಾನ್ ಕಸೆ ತೆಕಾ ದಿಲ್ಲ್ಯಾನ್ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ವೆಸ್ವರ್ ದೆವ್ ಕರಾನಾನ್ ಅನಿ ದಯೆನ್ ಭರಲ್ಲೊ ಹಾಯ್.