James 5:14 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କ’ଣ ପୀଡ଼ି? ସେ ମଣ୍ଡଳୀର ନେତାମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତା’ ନିମନ୍ତେ ପ୍ରାର୍ଥନା କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲೆ ಕೊನ್‌ಬಿ ಶಿಕ್ ಹಾಯ್ ಹೊಲ್ಯಾರ್ ತೆನಿ ತಾಂಡ್ಯಾಚ್ಯಾ ಜಾನ್ತ್ಯಾಕ್ನಿ ಬಲ್ವುಚೆ ಅನಿ ಜಾಂನ್ತ್ಯಾನಿ ಧನಿಯಾಚ್ಯಾ ನಾವಾನ್ ತೆಲ್ ಲಾವುನ್ ಶಿಕ್ ಹೊತ್ತ್ಯಾಂಚ್ಯಾ ಸಾಟ್ನಿ ಮಾಗ್ನಿ ಕರುಚೆ.