James 5:16 — Compare Translations

7 translations compared side by side

Odia - 1840
"ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରସ୍ପର ନିକଟରେ ନିଜ ନିଜ ପାପ ସ୍ୱୀକାର କର ଏବଂ ପରସ୍ପର ନିମନ୍ତେ ପ୍ରାର୍ଥନା କର। ତାହାହେଲେ, ତୁମେ ଆରୋଗ୍ୟ ଲାଭ କରିବ। ଧାର୍ମିକର ପ୍ରାର୍ଥନା, ଶକ୍ତିଶାଳୀ ଓ ଫଳପ୍ରଦ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା’ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಎಕಾಮೆಕಾಚಿ ಪಾಪಾ ಸಾಂಗುನ್ ಘೆವಾ ಅನಿ ಎಕಾಮೆಕಾಸಾಟ್ನಿ ಮಾಗ್ನಿ ಕರಾ, ಅಸೆ ತುಮಿ ಗುನ್ ಹೊತ್ತ್ಯಾಸಿ ಅನಿ ಎಕ್ ನಿತಿವಂತ್ ಮಾನ್ಸಾನ್ ಕರಲ್ಲ್ಯಾ ಮಾಗ್ನಿಕ್ ಲೈ ಬಳ್ ರ್‍ಹಾತಾ.