James 5:17 — Compare Translations

7 translations compared side by side

Odia - 1840
"ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହବୋ ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକା; ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏଲିୟ ଆମ ପରି ମନୁଷ୍ୟ ଥିଲେ। ବର୍ଷା ନ ହେଉ ବୋଲି ସେ ଏକଗ୍ରା ଚିତ୍ତରେ ପ୍ରାର୍ଥନା କରିଥିଲେ, ସାଢ଼େ ତିନି ବର୍ଷ ଯାଏ ବର୍ଷା ହେଲା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହେବା ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಲಿಯಾ ಅಮ್ಚ್ಯಾ ಸಾರ್ಕೊಚ್ ಎಕ್ ಮಾನುಸ್ ಹೊತ್ತೊ ತೆನಿ ಭಕ್ತಿನ್ ಪಾವ್ಸ್ ಯವ್ಚೆ ನ್ಹಯ್ ಮನುನ್ ಮಾಗ್ನಿ ಕರ್ಲ್ಯಾನ್, ಸಾಡೆ ತಿನ್ ವರ್ಸಾ ತ್ಯಾ ಗಾಂವಾತ್ ಪಾವ್ಸುಚ್ ಪಡುಕ್ನಾ.