James 5:20 — Compare Translations

6 translations compared side by side

Odia - 1840
"ଏହା ମନରେଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫରୋଇ ଆଣେ, ତବେେ ସେ ମୃତ୍ଯୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ବାରା, ସହେି ଲୋକ ଅନକେ ପାପକ୍ଷମାର କାରଣ ହାଇପୋରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಯಾದ್ ರ್‍ಹಾಂವ್ದಿತ್, ಎಕ್ ಪಾಪಿ ಮಾನ್ಸಾಕ್ ತೊ ಚುಕುನ್ ಗೆಲ್ಲ್ಯಾಕ್ನಾ ಪಾಟಿ ಹನ್ತಲೊ ತೆಚ್ಯಾ ಆತ್ಮ್ಯಾಕ್ ರಾಕ್ತಾ ಅನಿ ಲೈ ಪಾಪಾಂಚಿ ಮಾಪಿ ಘೆವ್ನ್ ಯೆತಾ.