James 5:3 — Compare Translations
7 translations compared side by side
Odia - 1840
"ତୁମ୍ଭର ସୁନା ଓ ରୂପା ରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହାଇେ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ୟ୍ଯ କରିଛ। ସହେି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦବେ। ଶଷଦେିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ସୁନା ସ ରୂପାରେ କଳଙ୍କ ଲାଗିଲାଣି ଏବଂ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ, ପୁଣି ତୁମ୍ଭମାନଙ୍କ ଶରୀରକୁ ଅଗ୍ନିପରି ଗ୍ରାସ କରିବ। ଏହି ଅନ୍ତିମ କାଳରେ ତୁମ୍ଭେମାନେ ଧନ ସମ୍ପଦ ଠୁଳ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಸೊನ್ಯಾಕ್ ಅನಿ ಚಾಂದಿಕ್ ಜಂಕ್ ಧರ್ಲಾ, ಹೆ ಜಂಕ್ ತುಮ್ಚ್ಯಾ ವಿರೊದ್ ಎಕ್ ಸಾಕ್ಷಿ ಹೊವ್ನ್ ರ್ಹಾತಾ ಅನಿ ತೆ ಅಗಿ ಸಾರ್ಕೆ ತುಮ್ಚೆ ಮಾಸ್ ಖಾತಾ. ಆಕ್ರಿಚ್ಯಾ ದಿಸಾ ಸಾಟ್ನಿ ತುಮಿ ತುಮ್ಚಿ ಕಪಾಟಾತ್ ಭರುನ್ ಥವ್ಲ್ಯಾಸಿ.