James 5:4 — Compare Translations

7 translations compared side by side

Odia - 1840
"ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ କ୍ଷେତରେ କାମ କରୁଥିବା ମଊଲିଆମାନଙ୍କୁ ମଜୁରି ଦେ ନାହିଁ। ସେମାନଙ୍କ ଅଭିଯୋଗ ଶୁଣ। ଶସ୍ୟ କଟାଳିମାନଙ୍କର ଆର୍ତ୍ତନାଦ ସର୍ମଶକ୍ତିମାନ ପ୍ରଭୁ ଈଶ୍ୱର ଶୁଣିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಯ್ಕಾ ತುಮ್ಚ್ಯಾ ಸೆತಾತ್ಲಿ ಫೈರಾ ಕಾಪುಕ್ ಮನುನ್ ಯೆಲ್ಲ್ಯಾಂಚಿ ಮಜುರಿ ತುಮಿ ದಿವ್ಕನ್ಯಾಸಿ, ತೆನಿ ಬೊಬ್ ಮಾರುಕ್‌ ಲಾಗ್ಲಾತ್ ಅನಿ ಕಾತ್ರನಿಕ್ ಯೆಲ್ಲ್ಯಾ ಲೊಕಾಂಚಿ ಬೊಬ್ ದೆವಾಚ್ಯಾ ಸಗ್ಳ್ಯಾಚ್ಯಾನ್ಕಿ ಮೊಟ್ಯಾ ಧನಿಯಾಚ್ಯಾ ಕಾನಾರ್ ಪಡ್ಲಾ.