James 5:7 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ!
Odia Bible ERV 2004 (ପବିତ୍ର ବାଇବଲ)
ଧୈର୍ଯ୍ୟବାନ ହୁଅ ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್ಹಾತಾನಾ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಧನಿ ಯೆಯ್ ಪತರ್ ಗಮ್ಮ್ ಧರುನ್ ಘೆವ್ನ್ ರ್ಹಾವಾ, ಎಕ್ ಸೆತ್ಕಾರಿ ಅಪ್ನಾಚ್ಯಾ ಶೆತಾತ್ಲ್ಯಾ ಪಿಕ್ಕಾಕ್ ಕಸೆ ರಾಕುನ್ ರ್ಹಾತಾ ತೆ ಬಗಾ, ತೊ ಶಾಂತ್ಪಾನಾನಿ ಗಮ್ ಧರುನ್ ಘೆವ್ನ್ ಸಮಾದಾನಾನಿ ಪೈಲೆಚೊ ಅನಿ ಆಕ್ರಿಚೊ ಪಾವ್ಸ್ ಯೆಯ್ ಪತರ್ ಅಪ್ನಾಚ್ಯಾ ಫೈರಾಸಾಟ್ನಿ ರಾಕುನ್ ರ್ಹಾತಾ.