James 5:9 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಎಕಾಮೆಕಾಚ್ಯಾ ವಿರೊದ್ ಪುರ್ಪುರುನಕಾಸಿ, ಅಸಿ ತುಮ್ಚಿ ಝಡ್ತಿ ಹೊಯ್ನಾ. ಹಿತ್ತೆ ಬಗಾ ನ್ಯಾಯ್ ಕರ್ತಲೊ ಹುಂಬ್ಡ್ಯಾರ್ ಯೆವ್ನ್ ಇಬೆ ರ್ಹಾಲಾ!