Jeremiah 1:10 — Compare Translations

5 translations compared side by side

Odia - 1840
"ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ଯଗୁଡ଼ିକର ଦାଯିତ୍ବ ରେ ନିୟୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”