Jeremiah 1:11 — Compare Translations
5 translations compared side by side
Odia - 1840
"ଏହାପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା, ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ଦର୍ଶନ ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”