Jeremiah 1:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ଯ ସଫଳ କରାୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ୟ ସଫଳ କରାଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”