Jeremiah 1:13 — Compare Translations

5 translations compared side by side

Odia - 1840
"ପୁଣି ଦ୍ବିତୀୟ ଥର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ତାହା ହେଲା, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି) ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”