Jeremiah 1:14 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।”