Jeremiah 1:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କହିଲେ, ଏହା ହବେ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ଯ ସମୂହର ସମୁଦାଯ ଗୋଷ୍ଠୀକୁ ଡ଼ାକିବା। ତେଣୁ ସମାନେେ ଆସି ୟିରୁଶାଲମ ନଗର ଦ୍ବାରର ପ୍ରବେଶ ସ୍ଥାନ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖ ରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କହିଲେ, “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।” “ତେଣୁ ସେମାନେ ଆସି ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।