Jeremiah 1:16 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧ ରେ ଆମ୍ଭର ବିଚାର ପ୍ରକାଶ କରିବା କାରଣ ସମାନେେ ଦୁଷ୍ଟ ପ୍ରକୃତିର ଲୋକ। ସମାନେେ ଆମ୍ଭକୁ ପରିତ୍ଯାଗ କରିଛନ୍ତି, ସମାନେେ ଅନ୍ୟ ଦବେତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ⇧ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ। ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
Odia IRV 2017 (ଓଡିଆ ବାଇବେଲ)