Jeremiah 1:17 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭ ବିଷଯ ରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସମାନଙ୍କେୁ କୁହ। ସମାନଙ୍କେ ପାଇଁ ଉଦବିଗ୍ନ ହୁଅ ନାହିଁ। ତୁମ୍ଭେ ସମାନଙ୍କେ ପାଇଁ ଭୟଭୀତ ହେଲେ ଆମ୍ଭେ ସମାନଙ୍କେ ସାକ୍ଷାତ ରେ ତୁମ୍ଭକୁ ଉଦବିଗ୍ନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ। ସେମାନଙ୍କ ପାଇଁ ଉଦ୍ବିଗ୍ନ ହୁଅ ନାହିଁ। ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।