Jeremiah 1:18 — Compare Translations
5 translations compared side by side
Odia - 1840
"କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧ ରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ବରୂପ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Odia IRV 2017 (ଓଡିଆ ବାଇବେଲ)