Jeremiah 1:19 — Compare Translations

5 translations compared side by side

Odia - 1840
"ଯଦିଓ ସମାନେେ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବେ, ସମାନେେ ତୁମ୍ଭକୁ ଜଯ କରିପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”