Jeremiah 1:5 — Compare Translations
5 translations compared side by side
Odia - 1840
"ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ⇧; ଆମ୍ଭେ ତୁମ୍ଭକୁ ନାନା ଦେଶୀୟ-ମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟଦ୍ବକ୍ତା ରୂପେ ନିଯୁକ୍ତ କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”