Jeremiah 1:6 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ କହିଲି, ହାୟ, ହାୟ, ହେ ସୈନ୍ଯାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କବଳେ ବାଳକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”