Jeremiah 1:8 — Compare Translations

5 translations compared side by side

Odia - 1840
"ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”