Jeremiah 1:9 — Compare Translations

5 translations compared side by side

Odia - 1840
"ସେତବେେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମାରେ ପାଟି ସ୍ପର୍ଶ କଲେ ଓ ମାେତେ କହିଲେ, ହେ ଯିରିମିୟ, ଆମ୍ଭେ ଆପଣା ବାକ୍ଯ ତୁମ୍ଭ ମୁଖ ରେ ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ, “ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;