Jeremiah 10:1 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲ ବଂଶ ସଦାପ୍ରଭୁଙ୍କ ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ-ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଓ ପ୍ରତିମାଗଣ ହେ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;