Jeremiah 10:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ତଳର ତଳୁ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କହନ୍ତି, “ତୁମ୍ଭେମାନେ ସେମାନଙ୍କୁ କୁହ, ‘ସେହି ଦେବତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି। ତେଣୁ ସେମାନେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ୱଂସ ଓ ଲୁପ୍ତ ହେବେ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।