Jeremiah 10:12 — Compare Translations
5 translations compared side by side
Odia - 1840
"ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପରାକ୍ରମ ଦ୍ଵାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ଵାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ଵାରା ସେ ଆକାଶମଣ୍ତଳ ବିସ୍ତାର କରିଅଛନ୍ତି⇧;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସ୍ୱପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳରେ ପୃଥିବୀ ଉପରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;