Jeremiah 10:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀ ଶଷେପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାଯୁ ପ୍ରବାହିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Odia IRV 2017 (ଓଡିଆ ବାଇବେଲ)