Jeremiah 10:14 — Compare Translations
5 translations compared side by side
Odia - 1840
"ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି⇧; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।