Jeremiah 10:15 — Compare Translations

5 translations compared side by side

Odia - 1840
"ସହେି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହସୟୋଗୀ। ଯେତବେେଳେ ସମାନଙ୍କେର ବିନାଶ ସମୟ ଆସିବ, ସମାନେେ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହାସଯୋଗୀ। ଯେତେବେଳେ ସେମାନଙ୍କର ବିନାଶ ସମୟ ଆସିବ, ସେମାନେ ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।