Jeremiah 10:16 — Compare Translations
5 translations compared side by side
Odia - 1840
"ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଯାକୁବର ବାଣ୍ଟ ସ୍ଵରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ-ବଂଶ ତାହାଙ୍କର ଅଧିକାର ସ୍ଵରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାକୁବଙ୍କର ପରମେଶ୍ୱର ସେମାନଙ୍କ ପରି ନୁହନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ୱରଙ୍କ ନାମ “ସୈନ୍ୟାଧିପତି ସଦାପ୍ରଭୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।