Jeremiah 10:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହିକଥା କହନ୍ତି, ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦବୋ। ସମାନଙ୍କେୁ ଏପରି ଦୁଃଖ ଓ କ୍ଲେଶ ଦବୋ ଯେ ସମାନେେ ଉପୟୁକ୍ତ ଶିକ୍ଷା ଲାଭ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହନ୍ତି, “ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦେବା। ସେମାନଙ୍କୁ ଏପରି ଦୁଃଖ ଓ କ୍ଳେଶ ଦେବା ଯେ ସେମାନେ ଉପଯୁକ୍ତ ଶିକ୍ଷା ଲାଭ କରି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”