Jeremiah 10:19 — Compare Translations
5 translations compared side by side
Odia - 1840
"ହାୟ, ମୁଁ ଯିରିମିୟ ଅତ୍ଯନ୍ତ କ୍ଷତ ଓ ବଦନୋଗ୍ରସ୍ତ ତଥାପି ମୁଁ କହିଲି, ଏହା ମାହେର ବଦନୋ ଓ ମାେତେ ଏହା ସହିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ ⇧।
Odia Bible ERV 2004 (ପବିତ୍ର ବାଇବଲ)
ହାୟ, ମୁଁ ଯିରିମିୟ ଅତ୍ୟନ୍ତ କ୍ଷତ ଓ ବେଦନାଗ୍ରସ୍ତ ତଥାପି ମୁଁ କହିଲି, “ଏହା ମୋହର ବେଦନା ଓ ମୋତେ ଏହା ସହିବାକୁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”