Jeremiah 10:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟ-ମାନେ ତହିଁରେ ଭୀତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।”