Jeremiah 10:20 — Compare Translations
5 translations compared side by side
Odia - 1840
"ମାରେ ତମ୍ବୁ ଧ୍ବଂସ ପାଇୟାଇଛି। ମାରେତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ୟାଇଅଛି। ମାରେ ପିଲାମାନେ ମାେ ପାଖରୁ ଚାଲି ୟାଇଅଛନ୍ତି। ମାେ ପାଖ ରେ ଆଉ କହେି ନାହାଁନ୍ତି। ମାରେତମ୍ବୁକୁ ପ୍ରସାରିବାକୁ ଓ ମାରେତମ୍ବୁର ବାଡ଼ ଲଗାଇବାକୁ କହେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ତମ୍ଵୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ତି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି ମୋର ତମ୍ଵୁ ଆଉ ପ୍ରସାରିବାକୁ ଓ ମୋର ତମ୍ଵୁର ବାଡ଼ ଲଗାଇବାକୁ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ତମ୍ବୁ ଧ୍ୱଂସ ପାଇଯାଇଛି। ମୋର ତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ଯାଇଅଛି। ମୋର ପିଲାମାନେ ମୋ’ ପାଖରୁ ଗ୍ଭଲି ଯାଇଅଛନ୍ତି। ମୋ’ ପାଖରେ ଆଉ କେହି ନାହାନ୍ତି। ମୋର ତମ୍ବୁକୁ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋ’ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।