Jeremiah 10:21 — Compare Translations

5 translations compared side by side

Odia - 1840
"କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହାଇେଅଛନ୍ତି, ସମାନେେ, ସଦାପ୍ରଭୁ କ'ଣ ଚାହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସମାନେେ ଉନ୍ନତି କରୁ ନାହାଁନ୍ତି ଏବଂ ସମାନଙ୍କେର ପିଲାସବୁ ଚ୍ଛିନ୍ନଭିନ୍ନ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହୋଇଅଛନ୍ତି, ସେମାନେ, ସଦାପ୍ରଭୁ କ’ଣ ଗ୍ଭହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସେମାନେ ଉନ୍ନତି କରୁ ନାହାନ୍ତି ଏବଂ ସେମାନଙ୍କର ପିଲାସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।