Jeremiah 10:22 — Compare Translations

5 translations compared side by side

Odia - 1840
"ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ମହାରବ ଶୁଣ। ସେହି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ୱଂସ କରିବ ଓ ତାହା ଏକ ପ୍ରାନ୍ତରରେ ପରିଣତ ହେବ। ଆଉ ସେଗୁଡ଼ିକ ଶୃଗାଳର ବାସସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।