Jeremiah 10:23 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ଯ ତା'ର ନିଜର ଭାଗ୍ଯକୁ ନିଯନ୍ତ୍ରଣ କରିପାରିବ ନାହିଁ। ସେ କହିପା ରେ ନାହିଁ, ତା' ପାଇଁ କ'ଣ ଘଟିବ। ସେ ପ୍ରକୃତ ନ୍ଯାଯ ଓ ଧର୍ମ ରେ ବଞ୍ଚିବା ଜାଣୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁନ୍ତ ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା’ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।