Jeremiah 10:25 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଆପଣା କୋପ ଢ଼ାଳୁଅଛ, ତବେେ ଅନ୍ୟଦେଶୀଯମାନଙ୍କ ଉପ ରେ ଢ଼ାଳିଦିଅ। କାରଣ ସମାନେେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମ ରେ ପ୍ରାର୍ଥନା କରନ୍ତି ନାହିଁ। ସମାନେେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସମାନେେ ଇଶ୍ରାୟେଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛନ୍ନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)