Jeremiah 10:3 — Compare Translations

5 translations compared side by side

Odia - 1840
"ଅନ୍ୟ ଦେଶୀଯମାନଙ୍କର ସକଳ ବିଧି ବ୍ଯବସ୍ଥା ଅସାର କାରଣ ଅରଣ୍ଯରୁ ବୃକ୍ଷ ଚ୍ଛଦନେ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ଯହୀନ। ସଗେୁଡ଼ିକ ଦବେତା ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ। ସେଗୁଡ଼ିକ ଦେବତା ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।