Jeremiah 10:5 — Compare Translations

5 translations compared side by side

Odia - 1840
"ସେସବୁ ତାଳଗଛ ତୁଲ୍ଯ, କୁନ୍ଦା ଓ କଥା କହନ୍ତି ନାହିଁ। ସମାନଙ୍କେୁ ବହନ କରିବାକୁ ହୁଏ କାରଣ ସମାନେେ ଚାଲିପାରନ୍ତି ନାହିଁ। ତେଣୁ ସମାନଙ୍କେୁ ଭୟ କର ନାହିଁ, କାରଣ ସମାନେେ ଅମଙ୍ଗଳ କରିପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସମାନଙ୍କେର ଶକ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ । ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।