Jeremiah 10:6 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ଯ ଆଉ କହେି ନାହାଁନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।