Jeremiah 10:7 — Compare Translations

5 translations compared side by side

Odia - 1840
"ତେଣୁ ହେ ପରମେଶ୍ବର, ତୁମ୍ଭେ ସର୍ବଦେଶୀଯମାନଙ୍କ ମଧିଅରେ ମହାନ୍। ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ଯ। ସର୍ବଦେଶୀଯ ମଧିଅରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀଯ, ଐଶ୍ବର୍ୟ୍ଯଶାଳୀ ଓ ଜ୍ଞାନୀମାନଙ୍କ ମଧିଅରେ ତୁମ୍ଭ ତୁଲ୍ଯ କହେି ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ଵର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ। ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ। ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।