Jeremiah 10:8 — Compare Translations

5 translations compared side by side

Odia - 1840
"ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ। ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ। ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।