Jeremiah 10:9 — Compare Translations

5 translations compared side by side

Odia - 1840
"ସମାନେେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉପଂସରୁ ସୁନା ଆଣି କାରିଗର ଓ ସ୍ବର୍ଣ୍ଣକାର ହସ୍ତ ରେ ପ୍ରତିମାମାନ ନିର୍ମାଣ କରାନ୍ତି। ସଗେୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ର ରେ ଆଚ୍ଛାଦନ କରନ୍ତି। ସଗେୁଡ଼ିକ ନିପୁଣ ଶିଳ୍ପୀମାନଙ୍କର କୃତକର୍ମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ଵର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ “ପ୍ରତିମାମାନ” ନିର୍ମାଣ କରାନ୍ତି। ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି। ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।
Odia IRV 2017 (ଓଡିଆ ବାଇବେଲ)
ତର୍ଶୀଶ୍‍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।